ମାଥିଉ 26:61 - ପବିତ୍ର ବାଇବଲ61 “ଏହି ଲୋକ କହିଛନ୍ତି, ‘ମୁଁ ପରମେଶ୍ୱରଙ୍କ ମନ୍ଦିର ଧ୍ୱଂସ କରିପାରେ ଓ ପୁଣି ଏହାକୁ ତିନି ଦିନ ମଧ୍ୟରେ ତିଆରି କରି ଦେଇପାରେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)61 ଏହି ଲୋକଟା କହିଥିଲା, ମୁଁ ଈଶ୍ଵରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳିଦେଇ ପାରେ। Viz kapitolaଓଡିଆ ବାଇବେଲ61 ଏହି ଲୋକଟା କହିଥିଲା, ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ । Viz kapitolaପବିତ୍ର ବାଇବଲ (CL) NT (BSI)61 କହିଲେ, “ଏହି ଲୋକ କହିଥିଲା, ‘ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗିଦେଇ ତିନିଦିନ ପରେ ତାକୁ ପୁଣି ତୋଳି ଦେଇ ପାରିବି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ। Viz kapitola |