ମାଥିଉ 26:62 - ପବିତ୍ର ବାଇବଲ62 ତା'ପରେ ମହାଯାଜକ ଠିଆ ହେଲେ ଓ ଯୀଶୁଙ୍କୁ ପଗ୍ଭରିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଯାହା ଅଭିଯୋଗ କଲେ ତା'ର ତୁମ୍ଭେ କିଛି ଉତ୍ତର ଦେବ କି? ଏ ଲୋକମାନେ କ’ଣ ସତ୍ୟ କହୁଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ? Viz kapitolaଓଡିଆ ବାଇବେଲ62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କ'ଣ ? Viz kapitolaପବିତ୍ର ବାଇବଲ (CL) NT (BSI)62 ପ୍ରଧାନ ପୁରୋହିତ ଛିଡ଼ାହୋଇ ଯୀଶୁଙ୍କୁ ପଚାରିଲେ, “ଏହି ଅଭିଯୋଗ ଖଣ୍ଡନ କରିବାକୁ ତୁମର କ’ଣ କିଛି କହିବାର ଅଛି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ? Viz kapitola |