ମାଥିଉ 26:72 - ପବିତ୍ର ବାଇବଲ72 ପୁଣି ଥରେ ପିତର ଅସ୍ୱୀକାର କରିଦେଲେ। ସେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ଵୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। Viz kapitolaଓଡିଆ ବାଇବେଲ72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)72 ପିତର ପୁନର୍ବାର ଅସ୍ୱୀକାର କରି କହିଲେ, “ଶପଥ କରି କହୁଛି, ସେ ଲୋକକୁ ମୁଁ ଜାଣେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT72 ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। Viz kapitola |