Online Bible

- Reklamy -




ମାଥିଉ 27:12 - ପବିତ୍ର ବାଇବଲ

12 କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ, ସେ କୌଣସି ଉତ୍ତର ଦେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନଙ୍କର ଅଭିଯୋଗର ଉତ୍ତରରେ ସେ କିଛି କହିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।

Viz kapitola kopírovat




ମାଥିଉ 27:12

Následuj nás:

Reklamy


Reklamy