ମାଥିଉ 27:14 - ପବିତ୍ର ବାଇବଲ14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯୀଶୁ ଉତ୍ତରରେ ପଦେ ହେଲେ ନ କହିବାରୁ ପିଲାତ ଅତି ଆଚମ୍ବିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ। Viz kapitola |