Online Bible

- Reklamy -




ମାଥିଉ 27:19 - ପବିତ୍ର ବାଇବଲ

19 ପୀଲାତ ବିଗ୍ଭରମଞ୍ଚରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: “ଏହି ଧାର୍ମିକ ଲୋକଟିର କିଛି ହେଲେ କ୍ଷତି କର ନାହିଁ। ମୁଁ ତାହାଙ୍କ ବିଷୟରେ କାଲି ରାତିରେ ଗୋଟିଏ ସ୍ୱପ୍ନ ଦେଖିଛି, ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହୋଇପଡ଼ିଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି।

Viz kapitola kopírovat

ଓଡିଆ ବାଇବେଲ

19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ପିଲାତ ବିଚାରାଳୟରେ ବସିଥିବା ବେଳେ ତାଙ୍କ ପତ୍ନୀ ଗୋଟିଏ ବାର୍ତ୍ତା ପଠାଇଲେ: “ସେହି ନିର୍ଦ୍ଦୋଷ ଲୋକଟିକୁ କିଛି କର ନାହିଁ। କାଲି ରାତିରେ ଗୋଟିଏ ସ୍ୱପ୍ନରେ ତାଙ୍କ ପାଇଁ ମୁଁ ବହୁତ ଦୁଃଖ ଅନୁଭବ କରିଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।

Viz kapitola kopírovat




ମାଥିଉ 27:19

Následuj nás:

Reklamy


Reklamy