Online Bible

- Reklamy -




ମାଥିଉ 27:2 - ପବିତ୍ର ବାଇବଲ

2 ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ସେମାନେ ତାଙ୍କୁ ଶିକୁଳିରେ ବାନ୍ଧି ରୋମ ସାମ୍ରାଜ୍ୟର ପ୍ରାଦେଶିକ ଶାସକ ପିଲାତଙ୍କ ନିକଟକୁ ନେଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat




ମାଥିଉ 27:2

Následuj nás:

Reklamy


Reklamy