ମାଥିଉ 27:20 - ପବିତ୍ର ବାଇବଲ20 କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ। Viz kapitolaଓଡିଆ ବାଇବେଲ20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ବାରବ୍ବାକୁ ଖଲାସ କରିଦେଲେ, ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ପିଲାତଙ୍କ ନିକଟରେ ଦାବୀ କରିବାକୁ ଲୋକମାନଙ୍କୁ ମତାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ। Viz kapitola |