ମାଥିଉ 27:21 - ପବିତ୍ର ବାଇବଲ21 ରାଜ୍ୟପାଳ ପୀଲାତ ପଗ୍ଭରିଲେ, “ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ୟରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦେବା ତୁମ୍ଭେମାନେ ଗ୍ଭହୁଁଛ?” ସେମାନେ କହିଲେ, “ବାରବ୍ବା।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କର ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ। Viz kapitolaଓଡିଆ ବାଇବେଲ21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା ? ସେମାନେ କହିଲେ, ବାରବ୍ବାକୁ । Viz kapitolaପବିତ୍ର ବାଇବଲ (CL) NT (BSI)21 ପିଲାତ ପୁଣି ପଚାରିଲେ, “ଏ ଦୁହିଙ୍କ ମଧ୍ୟରୁ ମୁଁ କାହାକୁ ଖଲାସ କରିଦିଏ ବୋଲି ତୁମ୍ଭମାନଙ୍କର ଇଚ୍ଛା?” ସେମାନେ ଉତ୍ତର ଦେଲେ, “ବାରବ୍ବା”। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ। Viz kapitola |