ମାଥିଉ 27:23 - ପବିତ୍ର ବାଇବଲ23 ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?” କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitolaଓଡିଆ ବାଇବେଲ23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ । Viz kapitolaପବିତ୍ର ବାଇବଲ (CL) NT (BSI)23 ପିଲାତ ପଚାରିଲେ, “କିନ୍ତୁ ସେ କି ଅପରାଧ କରିଛନ୍ତି?” ସେମାନେ ଆହୁରି ପାଯି କରି କହିବାକୁ ଲାଗିଲେ, “ତାଙ୍କୁ କ୍ରୁଶରେ ଚଢ଼ାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitola |