ମାଥିଉ 27:25 - ପବିତ୍ର ବାଇବଲ25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ। Viz kapitolaଓଡିଆ ବାଇବେଲ25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)25 ଲୋକମାନେ ଉତ୍ତର ଦେଲେ, “ତା’ର ମୃତ୍ୟୁ ପାଇଁ ଦଣ୍ଡ ଭୋଗିବାର ଥିଲେ, ଆମକୁ ଓ ଆମ ପିଲାମାନଙ୍କୁ ସେହି ଦଣ୍ଡଭୋଗ କରିବାକୁ ପଡ଼ୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ। Viz kapitola |