ମାଥିଉ 27:27 - ପବିତ୍ର ବାଇବଲ27 ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ। Viz kapitolaଓଡିଆ ବାଇବେଲ27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)27 ପିଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ରୋମୀୟ ଶାସକଙ୍କ ପ୍ରାସାଦକୁ ନେଇଗଲେ ଏବଂ ସମସ୍ତେ ତାଙ୍କୁ ଘେରି ଠିଆହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ। Viz kapitola |