ମାଥିଉ 27:28 - ପବିତ୍ର ବାଇବଲ28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitolaଓଡିଆ ବାଇବେଲ28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitolaପବିତ୍ର ବାଇବଲ (CL) NT (BSI)28 ତାଙ୍କ ପୋଷାକ କାଢ଼ି ନେଇ ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitola |