Online Bible

- Reklamy -




ମାଥିଉ 27:30 - ପବିତ୍ର ବାଇବଲ

30 ତା'ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ତରେ ମାରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ସେମାନେ ତାଙ୍କ ଉପରେ ଛେପ ପକାଇଲେ, ସେହି ଯଷ୍ଟି ନେଇ ତାଙ୍କ ମୁଣ୍ଡକୁ ଆଘାତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।

Viz kapitola kopírovat




ମାଥିଉ 27:30

Následuj nás:

Reklamy


Reklamy