ମାଥିଉ 27:31 - ପବିତ୍ର ବାଇବଲ31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ। Viz kapitolaଓଡିଆ ବାଇବେଲ31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ଏହିପରି ତାଙ୍କୁ ଉପହାସ କରିବା ପରେ ରାଜକୀୟ ପୋଷାକ ବାହାର କରି ତାଙ୍କର ନିଜ ବସ୍ତ୍ର ପିନ୍ଧାଇ ଦେଲେ ଏବଂ କ୍ରୁଶରେ ଚଢ଼ାଇବା ପାଇଁ ତାଙ୍କୁ ସେଠାରୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ। Viz kapitola |