ମାଥିଉ 27:32 - ପବିତ୍ର ବାଇବଲ32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ। Viz kapitolaଓଡିଆ ବାଇବେଲ32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)32 ସେମାନେ ଯିବାବେଳେ ବାଟରେ କୁରୁଣୀର ଶିମୋନ ନାମକ ଜଣେ ଲୋକକୁ ଭେଟିଲେ ଓ ସୈନିକମାନେ ତାକୁ ଯୀଶୁଙ୍କର କ୍ରୁଶ ବହନ କରିବା ପାଇଁ ବାଧ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ। Viz kapitola |