ମାଥିଉ 27:35 - ପବିତ୍ର ବାଇବଲ35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, Viz kapitolaଓଡିଆ ବାଇବେଲ35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, Viz kapitolaପବିତ୍ର ବାଇବଲ (CL) NT (BSI)35 ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କରି ଗୁଲିବାଣ୍ଟ ଦ୍ୱାରା ତାଙ୍କ ବସ୍ତ୍ରଗୁଡ଼ିକୁ ନିଜ ନିଜ ଭିତରେ ଭାଗ କରି ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, Viz kapitola |