ମାଥିଉ 27:38 - ପବିତ୍ର ବାଇବଲ38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ। Viz kapitolaଓଡିଆ ବାଇବେଲ38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)38 ତା’ପରେ ସେମାନେ ଦୁଇଜଣ ଦସ୍ୟୁକୁ ସେଠାରେ କ୍ରୁଶରେ ଚଢ଼ାଇଲେ, ଜଣକୁ ଯୀଶୁଙ୍କ ଦକ୍ଷିଣ ପାଶ୍ୱର୍ରେ ଓ ଅନ୍ୟ ଜଣକୁ ତାଙ୍କ ବାମରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ। Viz kapitola |