Online Bible

- Reklamy -




ମାଥିଉ 27:42 - ପବିତ୍ର ବାଇବଲ

42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା।

Viz kapitola kopírovat

ଓଡିଆ ବାଇବେଲ

42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା, କିନ୍ତୁ ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇଶ୍ରାୟେଲର ରାଜା। ଏବେ ଯଦି ସେ କ୍ରୁଶରୁ ଓହ୍ଲାଇ ଆସି ପାରିବ, ଆମେ ତାକୁ ବିଶ୍ୱାସ କରିବୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।

Viz kapitola kopírovat




ମାଥିଉ 27:42

Následuj nás:

Reklamy


Reklamy