ମାଥିଉ 27:43 - ପବିତ୍ର ବାଇବଲ43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ Viz kapitolaପବିତ୍ର ବାଇବଲ (Re-edited) - (BSI)43 ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର। Viz kapitolaଓଡିଆ ବାଇବେଲ43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର । Viz kapitolaପବିତ୍ର ବାଇବଲ (CL) NT (BSI)43 ସେ ନିଜକୁ ଈଶ୍ୱରଙ୍କ ପୁତ୍ର କହି ଈଶ୍ୱରଙ୍କ ଉପରେ ଭରସା ରଖିଛି। ଆଚ୍ଛା ଦେଖିବା, ଈଶ୍ୱର ତାକୁ ରକ୍ଷା କରିବାକୁ ଚାହୁଁଛନ୍ତି କି ନା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର। Viz kapitola |