Online Bible

- Reklamy -




ମାଥିଉ 27:44 - ପବିତ୍ର ବାଇବଲ

44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

44 ତାଙ୍କ ସଙ୍ଗରେ କ୍ରୁଶବିଦ୍ଧ ହୋଇଥିବା ଦସ୍ୟୁମାନେ ମଧ୍ୟ ତାଙ୍କୁ ସେହିପରି ପରିହାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।

Viz kapitola kopírovat




ମାଥିଉ 27:44

Následuj nás:

Reklamy


Reklamy