ମାଥିଉ 27:5 - ପବିତ୍ର ବାଇବଲ5 “ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା। Viz kapitolaଓଡିଆ ବାଇବେଲ5 ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା । Viz kapitolaପବିତ୍ର ବାଇବଲ (CL) NT (BSI)5 ଯିହୁଦା ମୁଦ୍ରାଗୁଡ଼ିକୁ ମନ୍ଦିର ଭିତରେ ଫୋପାଡ଼ି ଦେଇ ଚାଲିଗଲା ଏବଂ ଗଳାରେ ଦଉଡ଼ି ଦେଇ ଆତ୍ମହତ୍ୟା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା। Viz kapitola |