ମାଥିଉ 27:51 - ପବିତ୍ର ବାଇବଲ51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା, Viz kapitolaପବିତ୍ର ବାଇବଲ (Re-edited) - (BSI)51 ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, Viz kapitolaଓଡିଆ ବାଇବେଲ51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, Viz kapitolaପବିତ୍ର ବାଇବଲ (CL) NT (BSI)51 ସେହି ସମୟରେ ମନ୍ଦିରରେ ଝୁଲୁଥିବା ପର୍ଦ୍ଦା ଉପରୁ ତଳ ଯାଏ ଦୁଇ ଖଣ୍ଡ ହୋଇ ଚିରିଗଲା। ଭୂମିକମ୍ପ ହେଲା, ପାହାଡ଼ଗୁଡ଼ିକ ଫାଟିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, Viz kapitola |