Online Bible

- Reklamy -




ମାଥିଉ 27:54 - ପବିତ୍ର ବାଇବଲ

54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ।

Viz kapitola kopírovat

ଓଡିଆ ବାଇବେଲ

54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

54 ଯୀଶୁଙ୍କୁ ଜଗି ରହିଥିବା ସେନାପତି ଓ ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟାନ୍ୟ ଘଟଣା ଦେଖି ଭୟଭୀତ ହେଲେ। ସେମାନେ କହିଲେ, “ଏ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।

Viz kapitola kopírovat




ମାଥିଉ 27:54

Následuj nás:

Reklamy


Reklamy