Online Bible

- Reklamy -




ମାଥିଉ 27:55 - ପବିତ୍ର ବାଇବଲ

55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;

Viz kapitola kopírovat

ଓଡିଆ ବାଇବେଲ

55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ଗାଲିଲୀରୁ ଯୀଶୁଙ୍କୁ ଅନୁସରଣ କରି, ତାଙ୍କୁ ସାହାଯ୍ୟ କରିଥିବା ଅନେକ ସ୍ତ୍ରୀ ଲୋକ ଦୂରରେ ରହି ସବୁ ଦେଖୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;

Viz kapitola kopírovat




ମାଥିଉ 27:55

Následuj nás:

Reklamy


Reklamy