Online Bible

- Reklamy -




ମାଥିଉ 27:58 - ପବିତ୍ର ବାଇବଲ

58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ୟମାନଙ୍କୁ ଆଜ୍ଞା ଦେଇ କହିଲେ ଶରୀରକୁ ତାହାଙ୍କୁ ଦେଇଦିଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

58 ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।

Viz kapitola kopírovat

ଓଡିଆ ବାଇବେଲ

58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

58 ସେ ପିଲାତଙ୍କୁ ସାକ୍ଷାତ କରି ଯୀଶୁଙ୍କ ମୃତ ଶରୀରକୁ ନେଇ ଯିବା ପାଇଁ ଅନୁମତି ମାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।

Viz kapitola kopírovat




ମାଥିଉ 27:58

Následuj nás:

Reklamy


Reklamy