Online Bible

- Reklamy -




ମାଥିଉ 27:62 - ପବିତ୍ର ବାଇବଲ

62 ସେହି ଦିନଟି ପ୍ରସ୍ତୁତି ଦିବସ ଥିଲା, ସେହି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭେଟିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

62 ତହିଁ ଆରଦିନ, ଅର୍ଥାତ୍, ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ,

Viz kapitola kopírovat

ଓଡିଆ ବାଇବେଲ

62 ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

62 ତା’ ପରଦିନ ବିଶ୍ରାମ ବାରରେ ପ୍ରଧାନ ପୁରୋହିତ ଓ ଫାରୁଶୀମାନେ ପିଲାତଙ୍କୁ ଭେଟି କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,

Viz kapitola kopírovat




ମାଥିଉ 27:62

Následuj nás:

Reklamy


Reklamy