Online Bible

- Reklamy -




ମାଥିଉ 27:65 - ପବିତ୍ର ବାଇବଲ

65 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେ ପହରା ପାଇଁ ସୈନ୍ୟ ନେଇ ଯାଇପାର। ତୁମ୍ଭେ ଯେଭଳି ଭଲ ଭାବୁଛ, ଯାଅ ଓ ସେହିପରି କବରସ୍ଥାନକୁ ପହରା ଦେଇ ନିରାପଦରେ ରଖ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷିତ କର।

Viz kapitola kopírovat

ଓଡିଆ ବାଇବେଲ

65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

65 ପିଲାତ ଉତ୍ତର ଦେଲେ, “ଦଳେ ପ୍ରହରୀକୁ ନେଇଯାଅ ଓ ସେହି କବରକକୁ ଯଥାସାଧ୍ୟ ସୁରକ୍ଷା କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର।

Viz kapitola kopírovat




ମାଥିଉ 27:65

Následuj nás:

Reklamy


Reklamy