ମାଥିଉ 27:66 - ପବିତ୍ର ବାଇବଲ66 ତା'ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ। Viz kapitolaଓଡିଆ ବାଇବେଲ66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)66 ସେମାନେ ଯାଇ କବରଟିର ସୁରକ୍ଷା କରିବା ପାଇଁ ବ୍ୟବସ୍ଥା କଲେ। ତା’ ମୁହଁକୁ ଢ଼ାଙ୍କି ରଖିଥିବା ପଥର ଉପରେ ମୋହର ବସାଇ ଜଗିବା ପାଇଁ ପ୍ରହରୀମାନଙ୍କୁ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT66 ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ। Viz kapitola |