ମାଥିଉ 27:9 - ପବିତ୍ର ବାଇବଲ9 ଏଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ବାଣୀ ସଫଳ ହେଲା। ଯିରିମିୟ କହିଥିଲେ, “ସେମାନେ ତିରିଶ୍ଟି ରୂପାଟଙ୍କା ନେଲେ। ସେତିକି ଟଙ୍କା ଇସ୍ରାଏଲର ଲୋକେ ତାହାଙ୍କର ଜୀବନର ମୂଲ୍ୟସ୍ୱରୂପ ଦେବାକୁ ସ୍ଥିର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ-ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ଵରୂପେ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି Viz kapitolaଓଡିଆ ବାଇବେଲ9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ Viz kapitolaପବିତ୍ର ବାଇବଲ (CL) NT (BSI)9 ଏ ସମ୍ପର୍କରେ ଭାବବାଦୀ ଯିରିମିୟ ଯାହା କହିଥିଲେ, ତାହା ସଫଳ ହେଲା: “ଈଶ୍ୱରଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କର ମୂଲ୍ୟ ସ୍ୱରୂପ ଇଶ୍ରାୟେଲୀୟମାନେ ଦେଇଥିବା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ Viz kapitola |