ମାଥିଉ 28:10 - ପବିତ୍ର ବାଇବଲ10 ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ ଯାଇ ମୋ’ ଭାଇମାନଙ୍କୁ କୁହ ଯେ, ସେମାନେ ଗାଲିଲୀ ଯାଆନ୍ତୁ। ସେମାନେ ମୋତେ ସେହିଠାରେ ଦେଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ। Viz kapitolaଓଡିଆ ବାଇବେଲ10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ । Viz kapitolaପବିତ୍ର ବାଇବଲ (CL) NT (BSI)10 ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ମୋ’ ଭାଇମାନଙ୍କୁ କୁହ, ସେମାନେ ଗାଲିଲୀକୁ ଯିବେ। ସେଠାରେ ସେମାନେ ମୋତେ ଦେଖିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।” Viz kapitola |