ମାଥିଉ 28:11 - ପବିତ୍ର ବାଇବଲ11 ଯେତେବେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ୟମାନଙ୍କୁ ଖବର ଦେବାକୁ ଗଲେ, କବର ନିକଟରେ ପହରା ଦେଉଥିବା କେତେକ ଜଗୁଆଳ ନଗରକୁ ଗଲେ ଓ କବର ନିକଟରେ ଯାହାସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନଯାଜକମାନଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ସ୍ତ୍ରୀ ଲୋକମାନେ ସେଠାରୁ ଚାଲି ଯାଉଥିବାବେଳେ କବରକୁ ଜଗି ରହିଥିବା ସୈନିକମାନେ ସହରକୁ ଫେରିଯାଇ ମୁଖ୍ୟ ପୁରୋହିତମାନଙ୍କୁ ଏସବୁ ଘଟଣା ଜଣାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀ-ଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ। Viz kapitola |