Online Bible

- Reklamy -




ମାଥିଉ 28:13 - ପବିତ୍ର ବାଇବଲ

13 ସେମାନେ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭେମାନେ ସବୁ ଶୋଇ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ୟମାନେ ରାତିରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଗ୍ଭେରେଇ ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ।

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 କହିଲେ, “ତୁମ୍ଭେମାନେ କୁହ ଯେ ରାତିରେ ତୁମେ ଶୋଇପଡ଼ିଥିବାବେଳେ ତାଙ୍କ ଶିଷ୍ୟମାନେ ଆସି ତାଙ୍କ ଶବକୁ ଚୋରିକରି ନେଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।

Viz kapitola kopírovat




ମାଥିଉ 28:13

Následuj nás:

Reklamy


Reklamy