Online Bible

- Reklamy -




ମାଥିଉ 28:14 - ପବିତ୍ର ବାଇବଲ

14 ରାଜ୍ୟପାଳ ଯଦି ଏ କଥା ଶୁଣନ୍ତି, ତେବେ ଆମ୍ଭେ ତାହାଙ୍କୁ ଠିକ୍ ଭାବରେ ସବୁ ବୁଝାଇ କହିବୁ ଓ ତୁମ୍ଭମାନଙ୍କୁ ଅସୁବିଧାରୁ ରକ୍ଷା କରିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ଏକଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଯଦି ଶାସକ ଏକଥା ଶୁଣନ୍ତି ଆମେ ତାଙ୍କୁ ବୁଝାଇ ଦେବୁ ଯେ ତୁମେ ନିର୍ଦ୍ଦୋଷ। ଏ ବିଷୟରେ ତୁମେ ବ୍ୟସ୍ତ ହୁଅ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।

Viz kapitola kopírovat




ମାଥିଉ 28:14

Následuj nás:

Reklamy


Reklamy