ମାଥିଉ 28:16 - ପବିତ୍ର ବାଇବଲ16 ଏଗାର ଜଣ ଶିଷ୍ୟ ଗାଲିଲୀକୁ ଗଲେ। ଯୀଶୁ ସେମାନଙ୍କୁ ଯେଉଁ ପାହାଡ଼ ଉପରକୁ ଯିବାକୁ କହିଥିଲେ, ସେମାନେ ସେଠାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। Viz kapitolaଓଡିଆ ବାଇବେଲ16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ଯୀଶୁ କହିବା ଅନୁଯାୟୀ ତାଙ୍କ ଶିଷ୍ୟମାନେ ଗାଲିଲୀର ଗୋଟିଏ ପାହାଡ଼ ଉପରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। Viz kapitola |