ମାଥିଉ 28:17 - ପବିତ୍ର ବାଇବଲ17 ପାହାଡ଼ ଉପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେମାନେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ବିଶ୍ୱାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତରେ ଯୀଶୁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। Viz kapitolaଓଡିଆ ବାଇବେଲ17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 ସେଠାରେ ଯୀଶୁଙ୍କୁ ଦେଖି ସେମାନେ ତାଙ୍କୁ ଆରାଧନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। Viz kapitola |