ମାଥିଉ 28:18 - ପବିତ୍ର ବାଇବଲ18 ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)18 କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। Viz kapitola |