ମାଥିଉ 28:19 - ପବିତ୍ର ବାଇବଲ19 ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, Viz kapitolaଓଡିଆ ବାଇବେଲ19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, Viz kapitolaପବିତ୍ର ବାଇବଲ (CL) NT (BSI)19 ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, Viz kapitola |