Online Bible

- Reklamy -




ମାଥିଉ 28:6 - ପବିତ୍ର ବାଇବଲ

6 କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ।

Viz kapitola kopírovat

ଓଡିଆ ବାଇବେଲ

6 ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ସେ ଏଠାରେ ନାହାନ୍ତି। ତାଙ୍କର କହିବା ଅନୁଯାୟୀ ସେ ପୁନରୁତ୍ôଥତ ହୋଇଛନ୍ତି। ଏଠିକି ଆସି ଦେଖ, ଏହିଠାରେ ତାଙ୍କୁ ଶୁଆଇ ଦେଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।

Viz kapitola kopírovat




ମାଥିଉ 28:6

Následuj nás:

Reklamy


Reklamy