ମାଥିଉ 28:7 - ପବିତ୍ର ବାଇବଲ7 ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଜଣାଅ, ‘ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସେଠାରେ ଥିବେ। ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।’’’ ତା'ପରେ ସ୍ୱର୍ଗଦୂତ ଆଉ ଥରେ କହିଲେ, “ଏହିସବୁ କଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି। Viz kapitolaଓଡିଆ ବାଇବେଲ7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି । Viz kapitolaପବିତ୍ର ବାଇବଲ (CL) NT (BSI)7 “ଶୀଘ୍ର ଯାଇ ତାଙ୍କ ଶିଷ୍ୟମାନଙ୍କୁ କୁହ, ‘ସେ ପୁନର୍ଜୀବିତ ହୋଇଛନ୍ତି ଏବଂ ତୁମ୍ଭମାନଙ୍କ ଆଗେ ଆଗେ ସେ ଗାଲିଲୀକୁ ଯାଉଛନ୍ତି। ସେଠାରେ ତୁମେ ତାଙ୍କୁ ଦେଖିବ।’ ମୁଁ ଯାହା କହିଲି, ମନେରଖ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି। Viz kapitola |