ମାଥିଉ 28:8 - ପବିତ୍ର ବାଇବଲ8 ତେଣୁ ସେହି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ। Viz kapitolaଓଡିଆ ବାଇବେଲ8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଏହା ଶୁଣି ସେମାନେ ତୁରନ୍ତ କବର ଛାଡ଼ି ଶିଷ୍ୟମାନଙ୍କ ନିକଟକୁ ଦୌଡ଼ିଗଲେ। ଭୟଭୀତ ହୋଇଥିଲେ ସୁଦ୍ଧା, ସେମାନେ ମନରେ ଅପାର ଆନନ୍ଦ ଅନୁଭବ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ। Viz kapitola |