ମାଥିଉ 28:9 - ପବିତ୍ର ବାଇବଲ9 ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ। ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)9 ସାହସୀ ଯୀଶୁ ସେମାନଙ୍କୁ ଭେଟି କହିଲେ - “ତୁମ୍ଭମାନଙ୍କର ଶାନ୍ତି ହେଉ! ସେମାନେ ତାଙ୍କ ପାଖକୁ ଯାଇ ତାଙ୍କ ପାଦ ଧରି ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ। Viz kapitola |