ମାଥିଉ 3:10 - ପବିତ୍ର ବାଇବଲ10 ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। Viz kapitolaଓଡିଆ ବାଇବେଲ10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ । Viz kapitolaପବିତ୍ର ବାଇବଲ (CL) NT (BSI)10 ବୃକ୍ଷସବୁକୁ ସମୂଳେ କାଟି ଦେବା ପାଇଁ କୁଠାର ଉତ୍ତୋଳିତ। ଯେଉଁ ବୃକ୍ଷରେ ଭଲ ଫଳ ହୁଏ ନାହିଁ, ତାହା କଟାଯାଇ ଅଗ୍ନିରେ ନିକ୍ଷିପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। Viz kapitola |