ମାଥିଉ 3:13 - ପବିତ୍ର ବାଇବଲ13 ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ। Viz kapitolaଓଡିଆ ବାଇବେଲ13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେତେବେଳେ ଯୀଶୁ ଗାଲିଲୀରୁ ଆସି ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯର୍ଦ୍ଦନ ନଦୀକୂଳରେ ଯୋହନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ। Viz kapitola |