ମାଥିଉ 3:6 - ପବିତ୍ର ବାଇବଲ6 ସେମାନେ ନିଜ ନିଜ ପାପ ସ୍ୱୀକାର କଲେ। ଯୋହନ ଯର୍ଦ୍ଦନ ନଦୀରେ ସେମାନଙ୍କୁ ବାପ୍ତିସ୍ମ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଆପଣା ଆପଣା ପାପ ସ୍ଵୀକାର କରି ତାଙ୍କ ଦ୍ଵାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। Viz kapitolaଓଡିଆ ବାଇବେଲ6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେମାନେ ନିଜ ନିଜର ପାପ ସ୍ୱୀକାର କରି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଦୀକ୍ଷିତ ହେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। Viz kapitola |