Online Bible

- Reklamy -




ମାଥିଉ 4:10 - ପବିତ୍ର ବାଇବଲ

10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ।

Viz kapitola kopírovat

ଓଡିଆ ବାଇବେଲ

10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଉତ୍ତର ଦେଲେ, “ଦୂର ହୁଅ ଶୟତାନ! ଧର୍ମଶାସ୍ତ୍ରରେ ଲେଖାଅଛି, ‘କେବଳ ତୁମ ପ୍ରଭୁ ଈଶ୍ୱରଙ୍କୁ ଉପାସନା କର ଏବଂ ତାଙ୍କର ସେବା କର’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”

Viz kapitola kopírovat




ମାଥିଉ 4:10

Následuj nás:

Reklamy


Reklamy