ମାଥିଉ 4:14 - ପବିତ୍ର ବାଇବଲ14 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, Viz kapitolaଓଡିଆ ବାଇବେଲ14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, Viz kapitolaପବିତ୍ର ବାଇବଲ (CL) NT (BSI)14 ଏହା ଦ୍ୱାରା ଭାବବାଦୀ ଯିଶାଇୟଙ୍କ ବାଣୀ ସଫଳ ହେଲା। ସେ କହିଥିଲେ: Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, Viz kapitola |