ମାଥିଉ 5:1 - ପବିତ୍ର ବାଇବଲ1 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ। Viz kapitolaଓଡିଆ ବାଇବେଲ1 ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ଲୋକ ଗହଳି ଦେଖି ଗୋଟିଏ ପାହାଡ଼ ଉପରେ ଯାଇ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। Viz kapitola |