Online Bible

- Reklamy -




ମାଥିଉ 5:10 - ପବିତ୍ର ବାଇବଲ

10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ; କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର।

Viz kapitola kopírovat

ଓଡିଆ ବାଇବେଲ

10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କରି ଉତ୍ପୀଡ଼ିତ ହୁଅନ୍ତି, ସେମାନେ ଧନ୍ୟ, କାରଣ ସେମାନେ ସ୍ୱର୍ଗରାଜ୍ୟର ଅଧିକାରୀ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।

Viz kapitola kopírovat




ମାଥିଉ 5:10

Následuj nás:

Reklamy


Reklamy