Online Bible

- Reklamy -




ମାଥିଉ 5:11 - ପବିତ୍ର ବାଇବଲ

11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

Viz kapitola kopírovat

ଓଡିଆ ବାଇବେଲ

11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 “ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

Viz kapitola kopírovat




ମାଥିଉ 5:11

Následuj nás:

Reklamy


Reklamy